ଆଞ୍ଚଲିକ

ବାଇକ ଉପରେ ମାଡ଼ିଗଲା ହାଇୱା: ୨ ମୃତ

ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ, ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା

କେନ୍ଦ୍ରାପଡ଼ା,୨/୮: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଛକରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାଇକ ଉପରକୁ ଏକ ହାଇୱା ମାଡିଯିବାରୁ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ହୋଇଛି। ମୃତକଦ୍ୱୟ ହେଲେ ସିତୁ ମଲ୍ଲିକ ଓ ବାପୁ ମଲ୍ଲିକ। ଚଳିତବର୍ଷ ଉଭୟ ଜାତୀୟ ସାହସିକ ପୁରସ୍କାର ପାଇଥିଲେ। ତେବେ ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Close
Close