ଆଞ୍ଚଲିକ

ବିଗୁଡୁଛି ବଳିଆର ସ୍ୱାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୧/୮: ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ବଳିଆର ସ୍ୱାସ୍ଥ୍ୟାବସ୍ଥା ବିଗୁଡୁଥିବା ଜଣାପଡିଛି। ବଳିଆକୁ ୧୫ ଦିନ ହେଲାଣି ଜ୍ୱର ହେବା ସହ ଗୋଡ଼ ହାତ ଥରୁଛି। ତେବେ କନ୍ଧମାଳର ଯାଆଁଳା ଶିଶୁ ଜଗା-ବଳିଆ ଏବେ ଦିଲ୍ଲୀ ଏମସରେ ଚିକିତ୍ସିତ ହେଉଛନ୍ତି। ଉଭୟଙ୍କୁ କଟକ ସ୍ଥାନାନ୍ତର କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏଥିସହ ସେମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର। ସୂଚନା ଅନୁସାରେ, ୨୦୧୭ ମସିହାରେ ଦିଲ୍ଲୀ ଏମ୍ସରେ ଅସ୍ତ୍ରୋପଚାରରେ କନ୍ଧମାଳ ମିଲୁପଡ଼ାର ଯୋଡ଼ା ମୁଣ୍ଡ ଶିଶୁ ଜଗାବଳିଆଙ୍କୁ ଅଲଗା କରାଯାଇଥିଲା।

Show More

Related Articles

Leave a Reply

Your email address will not be published. Required fields are marked *

Close
Close