ଆଞ୍ଚଲିକ

ଏବେ ବି ହୀରାକୁଦର ୫ଟି ଗେଟ୍ ଖୋଲା

ସମ୍ବଲପୁର,୧୮/୮: ଏବେ ବି ହୀରାକୁଦର ୫ଟି ଗେଟ୍ ଖୋଲାରହିଛି। ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଏବେ ୬୨୦.୧୭ ଫୁଟ୍ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୧ ଲକ୍ଷ ୫ ହଜାର ୮୪୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବାବେଳେ ୯୪ ହଜାର ୭୯୭ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ଏବେ ମଧ୍ୟ ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରିରହିଛି। ବାମ ପାର୍ଶ୍ବରେ ୩ ଓ ଦକ୍ଷିଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି।

Show More

Related Articles

Leave a Reply

Your email address will not be published. Required fields are marked *

Close
Close