ଆଞ୍ଚଲିକ

ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩/୮: ଆଇଏଏସ୍ ସ୍ତରରେ ରାଜ୍ୟ ସରକାର ଶନିବାର ଏକ ବଡ ଧରଣର ଅଦଳବଦଳ କରିଛନ୍ତି। ନିରଞ୍ଜନ ସାହୁଙ୍କୁ ଶ୍ରମ କମିଶନ ଏବଂ ସଂଗ୍ରାମଜିତ୍ ନାୟକଙ୍କୁ ବିଏମସି ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏଥିସହ ସୁଶାନ୍ତ ମହାପାତ୍ରଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ, ଏନ୍ .ତିରୁମାଲା ନାୟକଙ୍କୁ ମତ୍ସ୍ୟ ନିର୍ଦ୍ଦେଶକ, ଡକ୍ଟର ପୋମା ଟୁଡୁଙ୍କୁ ନୟାଗଡ ଜିଲ୍ଲାପାଳ, ସିନେ୍ଧ ଦତ୍ତାତ୍ରେୟ ଭାଉସାହେବଙ୍କୁ ଗଞ୍ଜାମ ଉପଜିଲ୍ଲାପାଳ, ମଧୁସୂଦନ ମିଶ୍ରଙ୍କୁ କୋରାପୁଟ ଜିଲ୍ଲାପାଳ ଭାବେ ଦାୟିତ୍ୱ ଦିଆଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Close
Close