ରାଜନିତୀ

ବିଜେପୁର ଉପନିର୍ବାଚନ: ଆଜିଠୁ ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର,୨୩/୯: ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ରାଜନୈତିକ ପାଣିପାଗ ଉଷ୍ମ ହେବାରେ ଲାଗିଛି। ଏଥିପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଆଜିଠୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନପତ୍ର ଦାଖଲ ହେବ। ଏହା ସେପ୍ଟେମ୍ବର ୩୦ତାରିଖ ଯାଏ ଚାଲିବ। ଅକ୍ଟୋବର ୩ରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷଦିନ ଭାବେ ରଖାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Close
Close