ଆଞ୍ଚଲିକ

ଅପରାହ୍ଣ ୩ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର,୨୩/୭: ବିଧାନସଭାରେ ଗୃହକାର୍ଯ୍ୟ ଆରମ୍ଭ ହେଉ ହେଉ ମଙ୍ଗଳବାର ବିରୋଧୀଙ୍କ ପକ୍ଷରୁ ହଟ୍ଟଗୋଳ କରାଯାଇଛି। ନାବାଳିକା ନିଖୋଜ ଓ ଦୁଷ୍କର୍ମ ପ୍ରସଙ୍ଗକୁ ନେଇ ଗୃହ ମଧ୍ୟରେ ହଟ୍ଟଗୋଳ ଆରମ୍ଭ ହୋଇଥିଲା। ଏଥିସହ ଗୃହର ମଧ୍ୟଭାଗରେ ବିଜେପି ସଦସ୍ୟମାନେ ନାରାବାଜି ଦେଇଥିଲେ। ସେହିପରି ନିଜ ନିଜ ଆସନରେ ଛିଡା ହୋଇ କଂଗେସ ବିଧାୟକ ପ୍ରତିବାଦ କରିଥିବା ଦେଖିବାକୁ ମିଳିଥିଲା। ଏହାକୁ ନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଅପରାହ୍ଣ ୩ଟା ଯାଏଁ ମୁଲତବୀ ରଖିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Close
Close