ଆଞ୍ଚଲିକ

ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର,୧୫/୮: ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରିବା ସହ ଦେଶ ପାଇଁ ସେମାନଙ୍କ ତ୍ୟାଗ ଓ ବଳିଦାନକୁ ମନେ ପକାଇଛନ୍ତି। ଏଥିସହ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି,“ 5Tକୁ ଭିତ୍ତିକରି ରାଜ୍ୟସରକାର କାମ କରୁଛନ୍ତି। ଆମର ପ୍ରତ୍ୟେକ କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ସାଧାରଣ ଲୋକେ। ସାଧାରଣ ଲୋକଙ୍କ ମତାମତ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ।”

Show More

Related Articles

Leave a Reply

Your email address will not be published. Required fields are marked *

Close
Close